Home Posts tagged samaleiswari templle
Odisha News
ସମ୍ବଲପୁର,୨୭/୧: ବହୁ ପ୍ରତିକ୍ଷିତ ପଶ୍ଚିମ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ସମ୍ବଲପୁରର ମା’ ସମଲେଶ୍ୱରୀଙ୍କ ପରିକ୍ରମା ପ୍ରକଳ୍ପର ଶନିବାର ଲୋକାର୍ପିତ ହେବ।ମଧ୍ୟାହ୍ନ ସାଢ଼େ ୧୨ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଭବ୍ୟ ପ୍ରକଳ୍ପର ଉନ୍ମୋଚନ କରିବେ। ଏନେଇ ସକାଳ ୯ଟାରୁ ହୋମ ଯଜ୍ଞ ଆରମ୍ଭ ହେବା ସହ ମା’ଙ୍କୁ ଅରାଧନା କରାଯିବ। ଫଳରେ ୯ଟାରୁ ୨ଟା ପର୍ଯ୍ୟନ୍ତ ଭକ୍ତଙ୍କ ପାଇଁ ଦର୍ଶନ ବନ୍ଦ ରହିଛି।ଲୋକାର୍ପଣ ପରିପ୍ରେକ୍ଷୀରେ ଚାରି ଦ୍ୱାର ଓ ମନ୍ଦିର Continue Reading
Seo wordpress plugin by www.seowizard.org.