ଭୁବନେଶ୍ୱର/ସମ୍ବଲପୁରଜିଲ୍ଲା, ୧୩/୧୦ : ମହିଳା ଓ ବାଳିକାଙ୍କ ପାଇଁ ସୁରକ୍ଷିତ, ସମାବେଶୀ ଓ ଭୟମୁକ୍ତ ସହର ଗଠନ ଲକ୍ଷ୍ୟରେ ନିର୍ଭୟା ପଦକ୍ଷେପ ଅଧୀନରେ ସମ୍ବଲପୁରଜିଲ୍ଲା ପ୍ରଶାସନ ପକ୍ଷରୁ କାର୍ୟ୍ୟକାରୀ ହେବାକୁ ଥିବା ବିଭିନ୍ନ ଯୋଜନାର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।ପ୍ରଭାତୀ ପରିଡ଼ା : ସମ୍ପୂର୍ଣା ଶ୍ରୀ ମିସନ ଓ ନିର୍ଭୟା କଢ଼ି ଭଳି ପଦକ୍ଷେପ ଏକ ସ୍ୱତନ୍ତ୍ର ପରିଚୟ ଦେବ: ପରିଡ଼ାଆଜି (ମଙ୍ଗଳବାର) ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅନୁ Continue Reading




