ସମ୍ବଲପୁର, ୧୯/୧୨ : ଆଜି ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ। ଜିଲ୍ଲାର ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ଚାଷୀ ସଂଗଠନ ସମ୍ବଲପୁର ବନ୍ଦ ଡାକରା ଦେଇଛନ୍ତି ।ଜିଲ୍ଲା କୃଷକ ସଙ୍ଗଠନ ପକ୍ଷରୁ ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସମ୍ବଲପୁର ବନ୍ଦ ଡାକରା ଦିଆଯାଇଛି।ସମସ୍ତ ସରକାରୀ ଓ ବେସରକାରୀ ଅଫିସ, ସ୍କୁଲ, କଲେଜ, ଦୋକାନ ବଜାର ବନ୍ଦ ରହିଛି। ସହରରେ କୃଷକ ସଙ୍ଗଠନର କର୍ମୀମାନେ ପିକେଟିଂ କରୁଛନ୍ତି।ଏହି ବନ୍ଦ ପାଳନକୁ ସମର୍ଥନ କରିବାକୁ ଗତକାଲି ଶହ ଶହ […]Continue Reading




