କୁଚିଣ୍ଡା,୨୧/୮: ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଥାନା ଅନ୍ତର୍ଗତ ନକଟିପାଲି ନାଳରେ ଶନିବାର ସନ୍ଧ୍ୟାରେ ଭାସି ଯାଇଥିବା କାର୍ ଆଜି ମିଳିଥିବା ବେଳେ ସେଥିରୁ ଦୁଇ ଜଣଙ୍କ ମୃତଦେହ ମିଳିଛି। ମୃତକ ଦ୍ୱୟ ହେଲେ ତାପସ ନାୟକ ଓ ପ୍ରତାପ କୁମାର ପଟେଲ। ସେମାନେ ସଂପର୍କରେ ଶଳା-ଭିଣୋଇ। ସେମାନଙ୍କ ଘର ଗୁଣ୍ଡୁରୁଚୁଆଁ ଗାଁରେ।ମୃତକ ଦ୍ୱୟଙ୍କ ସଂପର୍କୀୟ ସନ୍ତୋଷ ପଟେଲ କହିଛନ୍ତି, ତାପସଙ୍କ ମାମୁଙ୍କ ପରଲୋକ ହୋଇଯାଇଛି। ସେଥିପାଇଁ ଦଶାହ କାର୍ୟ୍ୟ ପାଇଁ ଗତକାଲି ସେ Continue Reading
ସମ୍ବଲପୁର, ୧୯/୮: ଉପରମୁଣ୍ଡରୁ ବନ୍ୟାଜଳ ପ୍ରବେଶ ହ୍ରାସ ପାଇଥିବାରୁ ହୀରାକୁଦ ଜଳଭଣ୍ଡାରରୁ ଅଜି ଏପର୍ଯ୍ୟନ୍ତ ୨ଟି ପର୍ଯ୍ୟାୟରେ ୮ଟି ଗେଟ୍ ବନ୍ଦ କରାଯାଇଛି । ଜଳଭଣ୍ଡାରରୁ ଏହି ୮ଟି ଗେଟ୍ ବନ୍ଦ କରିଦିଆଯିବା ପରେ ଅପରାହ୍ନ ୩ଟାରେ ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି।ଏଥିରେ ବାମ ପାର୍ଶ୍ବରୁ ୧୪ଟି ଥିବା ବେଳେ ଦକ୍ଷିଣ ପାର୍ଶ୍ବରୁ ୬ଟି ରହିଛି। ହୀରାକୁଦ ଜଳଭଣ୍ଡାରର କଣ୍ଟ୍ରୋଲ ରୁମ୍ ପକ୍ଷରୁ ଏହି ସୂଚନା ଦିଆଯାଇଛି।ତେବେ ଆଶା କରାଯାଉଛି ଯେ, Continue Reading
By Askhya Rout Jajpur/Sambalpur,Aug 19: Former PWD Panikoili Circle Superintendent Engnieer Arun Pattnaik on Friday took charge as Additional Chief Construction Engineer in Sambalpur Circle. After his joining Pattnaik said his priority would be construction of good quality roadsBulding,Bridge across the Sambalpur Circle. within the stipulated time-frame. Recently Continue Reading
ସମ୍ବଲପୁର,୧୮/୮: ଉପରମୁଣ୍ଡରୁ ଜଳପ୍ରବେଶ ପୂର୍ବ ତୁଳନାରେ ହ୍ରାସ ପାଇଥିବାରୁ ହୀରାକୁଦ ଜଳଭଣ୍ଡାରରୁ ଗୁରୁବାର ଦିନ ୩ଟାରେ ୪ଟି ଗେଟ୍ ବନ୍ଦ କରି ଦିଆଯାଇଛି। ଜଳଭଣ୍ଡାରରୁ ଏହି ୪ଟି ଗେଟ୍ ବନ୍ଦ କରିଦିଆଯିବା ପରେ ଏବେ ୩୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି।ଏଥିରେ ବାମ ପାର୍ଶ୍ବରୁ ୨୪ଟି ଥିବା ବେଳେ ଦକ୍ଷିଣ ପାର୍ଶ୍ବରୁ ୮ଟି ରହିଛି। ହୀରାକୁଦ ଜଳଭଣ୍ଡାରର କଣ୍ଟ୍ରୋଲ ରୁମ୍ ପକ୍ଷରୁ ଏହି ସୂଚନା ଦିଆଯାଇଛି। ତେବେ ଆଶା କରାଯାଉଛି ଯେ, ଆଗାମୀ ସମୟରେ Continue Reading
ସମ୍ବଲପୁର, ୧୩/୮: ଗତ ୪ ଦିନ ଧରି ଉପର ମୁଣ୍ଡରେ ଲଗାଣ ବର୍ଷା କାରଣରୁ ହୀରାକୁଦ ଜଳଭଣ୍ଡାରକୁ ଜଳ ପ୍ରବେଶ ବୃଦ୍ଧି ପାଇଛି। ଜଳସ୍ତର ନିୟନ୍ତ୍ରଣରେ ରଖିବା ପାଇଁ ଆଜି ପୂର୍ବାହ୍ନ ପରଠାରୁ ବିଳମ୍ବିତ ସନ୍ଧ୍ୟା ଯାଏଁ ପର୍ଯ୍ୟାୟକ୍ରମେ ୧୪ଟି ଗେଟ୍ ଖୋଲାଯାଇଛି।କାଲି ପର୍ଯ୍ୟନ୍ତ ଜଳଭଣ୍ଡାରରୁ ୨୦ଟି ଗେଟ୍ ଖୋଲି ଦିଆଯାଇଥିଲା। ତେବେ ବିଳମ୍ବିତ ସନ୍ଧ୍ୟା ପର୍ଯ୍ୟନ୍ତ ହୀରାକୁଦ ଡ୍ୟାମ୍ରୁ ମୋଟ ୩୪ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ଆବଶ୍ୟକ ପଡ଼ିଲେ ଆହୁରି Continue Reading
ସମ୍ବଲପୁର, ୧୨/୮: ହୀରାକୁଦ ଡ୍ୟାମର ଶୁକ୍ରବାର ଖୋଲିଲା ୪ଟି ଗେଟ୍। ଗତକାଲି ୧୦ଟି ଗେଟ୍ ଖୋଲିଥିବା ବେଳେ ଆଜି ୪ଟି ମିଶି ମୋଟ ୧୪ଟି ଗେଟ୍ ଖୋଲାଯାଇଛି। ହୀରାକୁଦ ଜଳଭଣ୍ଡାରର ମୋଟ ୧୪ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ହେଉଛି।ଡ୍ୟାମର ଜଳ ପତ୍ତନ କ୍ରମାଗତ ବୃଦ୍ଧି ପାଉଥିବାରୁ ଆଗକୁ ଆହୁରି ଅଧିକ ସଂଖ୍ୟକ ଗେଟ୍ ଖୋଲାଯିବାର ସମ୍ଭାବନା ରହିଛି ବୋଲି ହୀରାକୁଦ ଡ୍ୟାମର ମୁଖ୍ୟ ଯନ୍ତ୍ରୀ ମୁଖ୍ୟଯନ୍ତ୍ରୀ ଆନନ୍ଦ ସାହୁ କହିଛନ୍ତି। ଏବେ ଡ୍ୟାମକୁ ୩,୯୭,୪୫୧ […]Continue Reading
ସମ୍ବଲପୁର, ୨୧/୭: ଉପରମୁଣ୍ଡରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇଥିବାରୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମାଗତ ଭାବେ ବଢ଼ି ଚାଲିଥିବାରୁ ଗୁରୁବାର ଅପରାହ୍ନରେ ପୁଣି ୨ଟି ଗେଟ୍ ଖୋଲିଛି।ଏଥି ସହିତ ଜଳଭଣ୍ଡାରରୁ ମୋଟ ୧୦ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି। ରିପୋର୍ଟ ଅନୁସାରେ ଜଳଭଣ୍ଡାରର ବାମ ପାର୍ଶ୍ବରରୁ ୬ଟି ଓ ଡାହାଣ ପାର୍ଶ୍ବରୁ ୪ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି।ବୁଧବାର ସନ୍ଧ୍ୟା ୬ଟାରେ ହୀରାକୁଦ ଜଳଭଣ୍ଡାର ଜଳସ୍ତର ୬୧୪.୨୫ ଫୁଟ୍ରେ ପହଂଚି ଥିଲା। Continue Reading
ସମ୍ବଲପୁର ୧୮/୭ : ଖୋଲିଲା ହୀରାକୁଦ ଜଳଭଣ୍ଡାରର ଗେଟ୍ । ଚଳିତ ବର୍ଷର ଛଡ଼ାଗଲା ପ୍ରଥମ ବନ୍ୟାଜଳ । ହୀରାକୁଦର ଗେଟ୍ ନମ୍ବର ୭ ଜରିଆରେ ଛଡାଯାଇଛି ବନ୍ୟାଜଳ । ପର୍ଯ୍ୟାୟକ୍ରମେ ଅନ୍ୟ ସବୁ ଗେଟ୍ ଖୋଲାଯାଇଛି । ବର୍ତ୍ତମାନ ସୁଦ୍ଧା ଜଳଭଣ୍ଡାରରେ ୬୧୩.୧୫ ଫୁଟ୍ ଜଳ ରହିଛି ।ତେବେ ଛତିଶଗଡରେ ବର୍ଷା କମି ଯାଇଥିବା ବେଳେ ଜଳଭଣ୍ଡାରକୁ ପ୍ରାୟ ୧ ଲକ୍ଷ ୫ ହଜାର କ୍ୟୁସେକ୍ ପାଣି ଆସିବା ନେଇ ସିଡବ୍ଲୁସି ଆକଳନ କରିଛି ।ଏହାଛଡା […]Continue Reading
ସମ୍ବଲପୁର,୧୬/୭: ଆସନ୍ତା ୧୮ ତାରିଖରେ ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍। ସକାଳ ୧୧ ଟା ବେଳେ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ। ପ୍ରଥମ ପର୍ଯ୍ୟାୟରେ ୫ଟି ଗେଟ୍ ଖୋଲାଯିବ। ଏନେଇ ଜନସାଧାରଣଙ୍କୁ ଅବଗତ କରାଇଛନ୍ତି ମହାନଦୀ ଅବବାହିକା ମୁଖ୍ୟ ଯନ୍ତ୍ରୀ।ଜଳଭଣ୍ଡାରର ଗେଟ୍ ଖୋଲିବା ପରେ ମହାନଦୀ ଓ ତା’ର ଶାଖା ନଦୀ ଗୁଡ଼ିକରେ ଜଳସ୍ତର ବୃଦ୍ଧି ପାଇବା ସମ୍ଭାବନା ରହିଛି। ଏନେଇ ଆଜି ସମ୍ବଲପୁର ସମେତ ତଳ ମୁଣ୍ଡର ୧୨ଟି ଜିଲ୍ଲାର ଜିଲ୍ଲାପାଳ ଓ […]Continue Reading
ସମ୍ବଲପୁର,୧୪/୭: ସକାଳେ ଭାଇରାଲ ହେଲା ପ୍ରଶ୍ନପତ୍ର । ମୋବାଇଲରୁ ମୋବାଇଲ୍ ଘୁରି ବୁଲିଲା। ତେଣୁ ବାତିଲ ହେଲା ପରୀକ୍ଷା। ଏପରି ଘଟଣା ଆଜି ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଘଟିଛି।ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଆଜି ବିଶ୍ୱବିଦ୍ୟାଳୟର +୩ ତୃତୀୟ ବର୍ଷ ଏଜୁକେସନ ଅନର୍ସ ପରୀକ୍ଷା ହେବାର ଥିଲା। ମାତ୍ର ଏହା ପୂର୍ବରୁ ସକାଳୁ ଲିକ୍ ହୋଇଗଲା ପ୍ରଶ୍ନପତ୍ର ।ଭାଇରାଲ ହୋଇଥିବା ପ୍ରଶ୍ନପତ୍ର ଅରିଜନାଲ ପ୍ରଶ୍ନପତ୍ର ସହ ମିଶୁଛି ବୋଲି ସ୍ୱୀକାର କରିଛନ୍ତି Continue Reading