ସମ୍ବଲପୁର,୧୧/୩: ଆୟ ବର୍ହିଭୁତ ସମ୍ପର୍ତ୍ତି ଠୁଳ ଅଭିଯୋଗରେ ଟାଟା ପାଓ୍ୱାର ପଶ୍ଚିମ ଓଡ଼ିଶା ବିତରଣ ଲିମିଟେଡ୍ରେ କାର୍ୟ୍ୟରତ ଓ୍ୱାର୍କସ୍ ଆଣ୍ଡ ପ୍ଲାନିଂର ଜେନେରାଲ୍ ମ୍ୟାନେଜର ସନ୍ତୋଷ କୁମାର ଦର୍ଜିଙ୍କ ଘରେ ଆଜି ସକାଳେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରିଛି।ସନ୍ତୋଷଙ୍କ ସମ୍ବଲପୁର ପ୍ରଧାନପଡ଼ାରେ ଥିବା ଶକ୍ତିନଗର ବାସଭବନ, ବୁର୍ଲାରେ ଥିବା ଅଫିସ ଓ ବରଗଡ଼ ଜିଲ୍ଲା ଅତାବିରା ପୈତୃକ ବାସଭବନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି।ଚଢ଼ାଉ ବେଳେ Continue Reading