
ସମ୍ବଲପୁର,୧୦/୭: ସମ୍ବଲପୁରରେ ଧାର୍ମିକ ଶୋଭାଯାତ୍ରା ଉପରେ ଲାଗିଥିବା କଟକଣା ବର୍ଷକ ପରେ ଜିଲା ପ୍ରଶାସନ ପକ୍ଷରୁ ହଟାଇ ଦିଆଯାଇଛି।ସମ୍ବଲପୁର ଜିଲାପାଳ ଅକ୍ଷୟ ସୁନୀଲ ଅଗ୍ରଓ୍ବାଲ କହିଛନ୍ତି, ବର୍ଷେ ପୂର୍ବରୁ ସହରରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ଦୃଷ୍ଟିରେ ରଖି ଧାର୍ମିକ ଶୋଭାଯାତ୍ରା ଉପରେ ଜିଲା ପ୍ରଶାସନ କଟକଣା ଲଗାଇଥିଲା।ବୁଧବାର ଜିଲା ପରିଷଦ ମିଟିଂ ହଲ୍ରେ ଆଗାମୀ ମହରମ ପର୍ବ ପାଳନ ପାଇଁ ଅନୁଷ୍ଠିତ ହୋଇଥିବା ଶାନ୍ତି ଓ ସମନ୍ବୟ ବୈଠକ ପରେ ଜିଲାପାଳ Continue Reading