
ସମ୍ବଲପୁର,୮/୮: ବନ୍ୟା ଜଳ ପ୍ରବେଶ ହ୍ରାସ ପାଇଥିବାରୁ ହୀରାକୁଦ ଡ୍ୟାମର ୧୦ଟି ସ୍ଲୁଇସ୍ ଗେଟ୍ ବନ୍ଦ ହୋଇଥିବା ଜଣାଯାଇଛି। ବାମ ପଟରୁ ୭ ଓ ଡାହାଣ ପଟରୁ ୩ଟି ଗେଟ୍ ବନ୍ଦ ସୂଚନା ମିଳିଛି।ଏବେ ୧୦ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ପୂର୍ବରୁ ମୋଟ ୨୦ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଥିଲା ।ତେବେ ଜଳସେଚନ ନିମନ୍ତେ ବରଗଡ଼ ମୁଖ୍ୟ କେନାଲରେ ୧ ହଜାର କ୍ୟୁସେକ୍, ଶାସନ ମୁଖ୍ୟ କେନାଲରେ ୩୨୦ କ୍ୟୁସେକ୍ ଓ ସମ୍ବଲପୁର […]Continue Reading