ଭୁବନେଶ୍ୱର,୧୪/୬: ରାଜ୍ୟ ରାଜନୀତିରେ ଚର୍ଚ୍ଚାରେ ରହିଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ଘଟଣାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି।ସେ କହିଛନ୍ତି, ରାଜ୍ୟ ସରକାର ସେ ବାବଦରେ ସବିଶେଷ ତଥ୍ୟ ମାଗିଛନ୍ତି। ସ୍ଥାନୀୟ ଏସ୍ପି ଓ ପ୍ରଶାସନ ରିପୋର୍ଟ ଦେବା ପରେ ସତ୍ୟତା ଜଣାପଡ଼ିବ। କୌଣସି ଘଟଣା ଘଟିଲେ ବିରୋଧୀ ରାଜନୈତିକ ରଙ୍ଗ ଦେବା ସ୍ବାଭାବିକ। ରିପୋର୍ଟ ଆସିଲେ ଯିଏ Continue Reading




