Home Posts tagged SCB Medical College
Odisha News
କଟକ, ୧୭/୭ : କଟକ ଏସସିବି ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ନର୍ସିଂ କର୍ମଚାରୀ ଓ ହାଉସ ସର୍ଜନଙ୍କ ମଧ୍ୟରେ ଲାଗିଥିବା ବିବାଦ ଉଗ୍ରରୂପ ନେଇଛି।ଅଧୀକ୍ଷକଙ୍କ ହସ୍ତକ୍ଷେପ ପରେ ବି ବିବାଦ ସମାଧାନ ହୋଇପାରି ନାହିଁ। ଆଜିଠୁ ଅନିର୍ଦ୍ଦିଷ୍ଟ କାଳ ଯାଏ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇଛନ୍ତି ହାଉସ ସର୍ଜନ ସଂଘ। ଫଳରେ ଜରୁରୀକାଳୀନ ବିଭାଗକୁ ଛାଡ଼ି ଇନ୍ ଡୋର ଓ ଆଉଟଡୋରରେ ସେବା ବନ୍ଦ କରିଛନ୍ତି। ଫଳରେ ଏସସିବିରେ ରୋଗୀ ସେବା ବାଧାପ୍ରାପ୍ତ ହୋଇଛି।ଅନ୍ୟପକ୍ଷରେ Continue Reading
Odisha News
କଟକ,୨୬/୭ : ଡାକ୍ତରୀ ଏକ ବୃତ୍ତି ନୁହେଁ, ଏକ ବ୍ରତ। କଟକର ଶ୍ରୀରାମ ଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିଟାଲ ବାର୍ଷିକ ଉତ୍ସବରେ ଯୋଗ ଦେଇ ଏହା କହିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।ସେ କହିଛନ୍ତି, କଟକକୁ ବିଶ୍ୱପ୍ରସିଦ୍ଧ କରିବା ପାଇଁ ଏସ୍ସିବିର ମହତ୍ତ୍ୱପୂର୍ଣ୍ଣ ଭୂମିକା ରହିଛି। ଏହା ଆଜି ଭାରତର ଅଗ୍ରଣୀ ମେଡିକାଲ କଲେଜ ଓ ହସ୍ପିଟାଲ। ସାରା ଦେଶରେ ଆଜି ଏହି ଅନୁଷ୍ଠାନର ପ୍ରସିଦ୍ଧି ରହିଛି। ଆଜି ଏସ୍ସିବି ମେଡିକାଲ କଲେଜ ଏକ ମିନି […]Continue Reading
Odisha News
ବାଲେଶ୍ୱର,୧୬/୬ : ବାଲେଶ୍ୱର ଜିଲ୍ଲା ବାହାନଗାରେ ଘଟିଥିବା ଟ୍ରେନ୍ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ବଢ଼ିଛି। ଏହି ଘଟଣାରେ ଗୁରୁତର ଭାବେ ଆହତ ହୋଇ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ଆଉ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିବା ପରେ ଏହି ସଂଖ୍ୟା ୨୯୦କୁ ବୃଦ୍ଧି ପାଇଛି।ମୃତ ବ୍ୟକ୍ତିଙ୍କ ନାଁ ପ୍ରକାଶ ରାମ। ତାଙ୍କ ଘର ବିହାରରେ। ସର୍ଜରୀ ୱାର୍ଡରେ ତାଙ୍କର ଚିକିତ୍ସା ଚାଲିଥିଲା।ଏହା ପୂର୍ବରୁ ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇ କଟକ ବଡ଼ ଡାକ୍ତରଖାନାରେ Continue Reading
Odisha News
ଜଗତସିଂହପୁର,୨/୬ : ପୁଲିସ ଆଖିରେ ଧୂଳି ଦେଇ ମହିଳା ବେଶରେ ମେଡ଼ିକାଲରୁ ଛୁ ମାରିଲା ବିଚାରାଧୀନ ବନ୍ଦୀ। ଏପରି ଘଟଣା ଘଟିଛି କଟକ ବଡ଼ ମେଡିକାଲରେ।ବିଚାରାଧୀନ ବନ୍ଦୀ ଜଣକ ହେଲେ ସାଜନ ଦାସ। ସାଜନର ଘର ଜଗତସିଂହପୁର ନାଉଗାଁ ଥାନା ଅଞ୍ଚଳରେ।ଏକ ଡକାୟତି ମାମଲାରେ ସାଜନକୁ ନାଉଗାଁ ପୁଲିସ ଗିରଫ କରି କୋର୍ଟଚାଲାଣ କରିଥିଲା। ପରେ ସାଜନକୁ ନିଆଳି ଥାନାରେ ରଖାଯାଇଥିଲା। ତାର ଦେହ ସବୁବେଳେ ଅସୁସ୍ଥ ହେବାରୁ ତାକୁ କିଛି ଦିନ ହେବ ଚୌଦ୍ୱାର ଜେଲକୁ […]Continue Reading
Odisha News
କଟକ, ୧୮/୩: କଟକ ଏସସିବି ମେଡିକାଲରେ ବିରଳ ଅସ୍ତ୍ରୋପଚାର । ଜଣେ ରୋଗୀଙ୍କ ବେକରୁ ଅସ୍ତ୍ରୋପଚାର ପରେ ବାହାରିଲା ଏକ କେଜିର ଟ୍ୟୁମର । ୫ ଘଣ୍ଟାର ସଫଳ ଅପରେସନ ପରେ ନୂଆ ଜୀବନ ପାଇଛନ୍ତି ରୋଗୀ । ମେଡିକାଲର ଏଣ୍ଡୋକ୍ରାଇନ ସର୍ଜରୀ ବିଭାଗର ୬ ଜଣିଆ ଡାକ୍ତରୀ ଟିମ ଏହି ଅପରେସନରେ ସାମିଲ ହୋଇଥିଲେ । ରୋଗୀ ଜଣଙ୍କ ହେଉଛନ୍ତି ସମ୍ବଲପୁର ଜିଲା ବୁର୍ଲାର ପୁଷ୍ପା ଲେହୁରା । ଦୀର୍ଘ ୧୩ ବର୍ଷ ଧରି ଟ୍ୟୁମରଟି […]Continue Reading
Odisha News
କଟକ,୨୪/୧: କଟକ ଏସ୍ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ଜଣେ ରୋଗୀଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଅକ୍ସିଜେନ୍ ନ ମିଳିବାରୁ ତାଙ୍କର ମୃତ୍ୟୁ ହୋଇଥିବା ତାଙ୍କ ସମ୍ପର୍କୀୟମାନେ ଅଭିଯୋଗ କରିଛନ୍ତି।ଗତକାଲି ରାତିରେ ବାଲେଶ୍ୱର ଅଞ୍ଚଳର ଜଣେ ଶ୍ୱାସ ରୋଗୀ ଏସ୍ସିବିର କାଜୁଆଲିଟିରେ ଭର୍ତ୍ତି ହୋଇଥିଲେ। କାଜୁଆଲିଟିରେ ଡାକ୍ତର ତାଙ୍କୁ ଦେଖିବା ପରେ ମେଡିସିନ୍ ଓ୍ୱାର୍ଡକୁ ପଠାଇ ଦେଇଥିଲେ। ତେବେ ମେଡିସିନ୍ ଓ୍ୱାର୍ଡରେ ତାଙ୍କୁ Continue Reading
Top Stories
By Shrikant Panda Cuttack,Jan. 22: A team of eight doctors at SCB Medical College and Hospital in Odisha’s Cuttack city has successfully reconstructed the right thumb of youth by grafting the index finger of the left leg toe. The team led by Dr Bibhuti Bhusan Nayak, head of the plastic surgery department, took eight hours […]Continue Reading
Seo wordpress plugin by www.seowizard.org.