
ଭୁବନେଶ୍ବର,୨୦/୪: ଆସନ୍ତାକାଲି ଅର୍ଥାତ୍ ୨୧ ତାରିଖଠାରୁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲର ଗ୍ରୀଷ୍ମକାଳୀନ ଛୁଟି ଘୋଷଣା ହୋଇଛି। ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି।ତେବେ ଏହା ପୂର୍ବରୁ ଦୁଇ ଦିନ ଛୁଟି ଘୋଷଣା କରାଯାଇଥିଲା। ଯାହା ପରେ ଶୁକ୍ରବାରଠୁ ଖୋଲିଥାନ୍ତା। ହେଲେ ବଢୁଥିବା ଖରାକୁ ନେଇ ସରକାର ଦ୍ୱାଦଶ ଶ୍ରେଣୀ ଯାଏ ସ୍କୁଲରେ ଗ୍ରୀଷ୍ମକାଳୀନ ଛୁଟି ଘୋଷଣା କରିଛନ୍ତି । ତେବେ ସ୍କୁଲ କେବେ ଖୋଲିବ Continue Reading