ଭୁବନେଶ୍ୱର, ୨୪/୪ : ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ତାତିରେ ଆଉଟୁ ପାଉଟୁ ରାଜ୍ୟ । ଖରାର ପ୍ରକୋପରେ ବର୍ତ୍ତିବା ମୁସ୍କିଲ୍ । ଆଉ ଏହି ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ଘୋଷଣା । ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଘୋଷଣା । ଗଣଶିକ୍ଷା […]Continue Reading




