
ଭୁବନେଶ୍ବର,୧୭/୬: ବିଦ୍ୟାଳୟଗୁଡ଼ିକ ଆସନ୍ତାକାଲି ଖୋଲିବ କି ନାହିଁ ଏନେଇ ଜିଲ୍ଲାପାଳମାନେ ନିଷ୍ପତ୍ତି ନେବେ। ପାଗ ଅନୁକୂଳ ଥିଲେ ପିଲାମାନେ ସକାଳ ସାଢ଼େ ୬ଟାରୁ ବିଦ୍ୟାଳୟକୁ ପଢ଼ିବାକୁ ଯିବେ।ପୂର୍ବାହ୍ଣ ସାଢ଼େ ୧୦ଟା ପର୍ଯ୍ୟନ୍ତ ସ୍କୁଲ ଖୋଲା ରହିବ। ଗଣମାଧ୍ୟମକୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି, ଜିଲ୍ଲାପାଳମାନେ ନିଜ ନିଜ ଜିଲ୍ଲାର ପାଣିପାଗ ସ୍ଥିତିକୁ ନେଇ ସରକାରୀ, ବେସରକାରୀ ଓ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର Continue Reading