Home Posts tagged school student
Odisha News
ପାଟଣାଗଡ଼ ୧୧/୪: ପାଟଣାଗଡ଼ ବ୍ଲକ ଶୁନାମୁଦି ଗାଁରେ ଥିବା ବାପୁଜି ହାଇସ୍କୁଲରେ ଅଘଟଣ । ପ୍ରାର୍ଥନା ବିଳମ୍ବ ହେବାରୁ ଭୂଗୋଳ ଶିକ୍ଷକ ଛାତ୍ରୀମାନଙ୍କୁ ୫୦ଥର କାନ ଧରି ଉଠ ବସ କଲେ । ଫଳରେ ୭ ଜଣ ଛାତ୍ରୀ ବେହୋସ ହୋଇ ପଡିଯାଇଥିଲେ ।ସଂଗେ ସଂଗେ ସେମାନଙ୍କୁ ହସ୍ପିଟାଲକୁ ନିଆଯାଇଛି । ଚିକିତ୍ସା ପାଇଁ ପାଟଣାଗଡ଼ ଡାକ୍ତରଖାନାକୁ ଆଣି ଚିକିତ୍ସିତ କରାଯାଇଛି ।ସେପଟେ ଘଟଣା ପରେ ସବୁଠି ଆଲୋଚନାର ବିଷୟ ପାଲଟିଛି । ଅଭିଭାବକ ମହଲରେ ତୀବ୍ର […]Continue Reading
Seo wordpress plugin by www.seowizard.org.