Home Posts tagged SCHOOL WILL BE CLOSED ON MONDAY IN NUAKHAI
Odisha News
ଭୁବନେଶ୍ୱର,୪/୯: ଚଳିତ ବର୍ଷ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଳନ ଅବସରରେ ୦୯.୦୯.୨୦୨୪ ରିଖ (ସୋମ‌ବାର‌) ଦିନ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକ ଛୁଟି ଘୋଷଣା କରିବାକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।ମା’ ସମଲେଶ୍ଵରୀଙ୍କ ନିକଟରେ ନବାନ୍ନ ହେବା ନେଇ ଲଗ୍ନ ଧାର୍ଯ୍ୟ ହୋଇଛି। ଆସନ୍ତା ୮ରେ ମା’ ସମଲେଶ୍ଵରୀଙ୍କ ନିକଟରେ ଲାଗି ହେବ ନବାନ୍ନ। ମଙ୍ଗଳବାର Continue Reading
Seo wordpress plugin by www.seowizard.org.