Home Posts tagged school will be normal in odisha from tommorow
Odisha News
ଭୁବନେଶ୍ୱର,୨୩/୬: ଏଣିକି ସ୍ବାଭାବିକ ଭାବେ ଖୋଲିବ ସ୍କୁଲ। ରାଜ୍ୟରେ ପାଗ ବଦଳିଥିବାରୁ ତଥା ମୌସୁମୀ ବର୍ଷା ଆରମ୍ଭ ହୋଇଥିବାରୁ ବଡ ଘୋଷଣା କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସୋମବାରଠାରୁ ସାରା ରାଜ୍ୟରେ ସ୍ବାଭାବିକ ହେବ ସ୍କୁଲ । ପୂର୍ବ ଭଳି ସକାଳ ୧୦ଟାରୁ ସ୍କୁଲ ଖୋଲାଯିବ।ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ପାଣିପାଗ ବଦଳିଛି । ମୌସୁମୀ ବର୍ଷା ସ୍ବାଭାବିକ ହୋଇଥିବାରୁ ସ୍କୁଲ ସ୍ବାଭାବିକ ହେବାରେ କୌଣସି ସମସ୍ୟା ନାହିଁ । ତେଣୁ ଆସନ୍ତାକାଲି Continue Reading
Seo wordpress plugin by www.seowizard.org.