Home Posts tagged school will reopen on june 21
Odisha News
ଭୁବନେଶ୍ୱର, ୧୯/୬: ଚଳିତମାସ ୨୧ତାରିଖରୁ ରାଜ୍ୟର ସମସ୍ତ ସ୍କୁଲ ଖୋଲିବ । ଗ୍ରୀଷ୍ମଛୁଟି ପରେ ୨୧ତାରିଖରୁ ସ୍କୁଲ ଖୋଲୁଥିଲେ ମଧ୍ୟ ୭ଟି ଜିଲ୍ଲାରେ ଗ୍ରୀଷ୍ମପ୍ରବାହର ପରିସ୍ଥିତିକୁ ଦୃଷ୍ଟିରେ ରଖି ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନେ ସକାଳୁଆ ସ୍କୁଲ କିମ୍ବା ସମ୍ପୂର୍ଣ୍ଣ ଛୁଟି ପାଇଁ ନିଷ୍ପତ୍ତି ନେଇପାରିବେ । ବାକି ୨୩ଟି ଜିଲ୍ଲାରେ ଜୁନ୍ ୨୧ରେ ଗ୍ରୀଷ୍ମଛୁଟି ଖୋଲିବ ଓ ସ୍ୱାଭାବିକ ସମୟରେ ସ୍କୁଲ ପାଠପଢ଼ା ହେବ ।ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ Continue Reading
Seo wordpress plugin by www.seowizard.org.