
ଭୁବନେଶ୍ୱର,୧୬/୪: ଚଳିତ ବର୍ଷ ସ୍କୁଲରେ ଖରାଛୁଟି ଅବଧିକୁ କମାଇ ଦେଇଛନ୍ତି ରାଜ୍ୟ ସରକାର। ପ୍ରତି ବର୍ଷ ଦେଢ଼ ମାସରୁ ଊର୍ଦ୍ଧ୍ୱ ଦିନ ଧରି ଖରାଛୁଟି ହେଉଥିବା ବେଳେ ଏଥର ମାତ୍ର ୧୦ ଦିନରେ ଏହାକୁ ସୀମିତ ରଖାଯାଇଛି।ଜୁନ୍ ୬ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ସ୍କୁଲ୍ ଗୁଡ଼ିକୁ ଖରାଛୁଟି ଘୋଷଣା କରିବା ପାଇଁ ନିଷ୍ପତ୍ତି ନେଇଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ। ଏନେଇ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି।କୋଭିଡ୍-୧୯ ଯୋଗୁ ଗତ ୨ ବର୍ଷ ହେବ […]Continue Reading