Home Posts tagged scurb tiphus disease
Odisha News
ସୁନ୍ଦରଗଡ଼,୨୪/୯: ସୁନ୍ଦରଗଡ଼ରେ ଆଉ ୯ ଜଣ ସ୍କ୍ରବ୍ ଟାଇଫସ୍ ରୋଗୀ ଚିହ୍ନଟ। ବର୍ତ୍ତମାନ ସୁଦ୍ଧା ସୁନ୍ଦରଗଡ଼ରେ ୨୩୦ ଜଣ ସ୍କ୍ରବ୍ ଟାଇଫସ୍ ରୋଗୀ ଚିହଟ ହୋଇଛନ୍ତି। ଏନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ୧୦ଟି ରକ୍ତନମୁନା ପରୀକ୍ଷା ହେବା ପରେ ସେଥିରୁ ୯ ଜଣଙ୍କଠାରେ ସ୍କ୍ରବ୍ ଟାଇଫସ୍ ରୋଗ ଚିହଟ ହୋଇଛି।ସୁନ୍ଦରଗଡ଼ ଜିଲ୍ଲାରେ ଆକ୍ରାନ୍ତଙ୍କ ତାଲିକା ଲମ୍ବିବାରେ ଲାଗିଛି। ଗତକାଲି ଜିଲ୍ଲାରେ ୫୧ଜଣଙ୍କ ରକ୍ତ ନମୁନା ପରୀକ୍ଷା Continue Reading
Odisha News
ସୁନ୍ଦରଗଡ଼,୨୩/୯: ସୁନ୍ଦରଗଡ଼ରେ ୧୦ ନୂଆ ସ୍କ୍ରବ୍ ଟାଇଫସ୍ ରୋଗୀ ଚିହ୍ନଟ ହୋଇଥିବା ଜଣାଯାଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସର୍ବାଧିକ ସୁନ୍ଦରଗଡ଼ରେ ୨୨୧ ସ୍କ୍ରବ୍ ଟାଇଫସ୍ ରୋଗୀ ଚିହ୍ନଟ ହୋଇଥିବା ନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।ସୂଚନାଯୋଗ୍ୟ, ରବିବାର ୧୧, ସୋମବାର ୩ ଚିହ୍ନଟ ହୋଇଥିଲେ। ଠିକ୍ ସେହିପରି ମଙ୍ଗଳବାର ୧୦ ଓ ବୁଧବାର ୭ , ଗୁରୁବାର ୬ ଓ ଶୁକ୍ରବାର ୫ ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏହା ସହ ସଂଖ୍ୟା୨୨୧ରେ Continue Reading
Odisha News
ସୁନ୍ଦରଗଡ଼, ୨୦/୯ : ସୁନ୍ଦରଗଡ଼ ଜିଲ୍ଲାରେ ବଢ଼ିବଢ଼ି ଚାଲିଛି ସ୍କ୍ରବ ଟାଇଫସ ଭାଇରସ ଆକ୍ରାନ୍ତ ସଂଖ୍ୟା। ପୁଣି ଜିଲ୍ଲାରେ ଆଉ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହ ଜିଲ୍ଲାରେ ଅ।କ୍ରାନ୍ତଙ୍କ ସଂଖ୍ୟା ୨୦୦ ଛୁଇଁଛି। ଯାହା ଚିନ୍ତାର କାରଣ ପାଲଟଛି।ସୋମବାର ୫୯ ଜଣଙ୍କର ରକ୍ତ ନମୁନା ପରୀକ୍ଷା କରାଯାଇଥିବା ବେଳେ ସେ ମଧ୍ୟରୁ ୧୦ ଜଣ ପଜିଟିଭ ଚିହ୍ନଟ ହୋଇଥିଲେ। ଜିଲ୍ଲାର ସଦର ବ୍ଲକର ମଝାପଡା ଓ ବାଲିଶଙ୍କରା ବ୍ଲକ ଅଂଚଳରେ ମାତ୍ରାଧିକ ଅ।କ୍ରାନ୍ତ ଚିହ୍ନଟ […]Continue Reading
Seo wordpress plugin by www.seowizard.org.