Home Posts tagged security tight strong room
Odisha News
ଭୁବନେଶ୍ୱର, ୩/୬: ଆସନ୍ତାକାଲି ଭୋଟ ଗଣତି। ସାମନାକୁ ଆସିବ ନେତାଙ୍କ ଭାଗ୍ୟ ପରୀକ୍ଷାର ଫଳ। କାହାକୁ ଜନତା ମୁକୁଟ ପିନ୍ଧାଇବେ ଓ କାହାର ଆଶା ଆଶାରେ ରହିଯିବ ତାହା କାଲି ସ୍ପଷ୍ଟ ହୋଇଯିବ ।ଏହା ପୂର୍ବରୁ ରାଜ୍ୟର ୬୯ଟି ସ୍ଥାନରେ ଷ୍ଟ୍ରଙ୍ଗ ରୁମରେ କଡ଼ା ସୁରକ୍ଷାରେ ରହିଛି ଇଭିଏମ୍ ଓ ଭିଭିପାଟ୍। ଷ୍ଟ୍ରଙ୍ଗରୁମ୍ ଚାରିପଟେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସିସିଟିଭି ସର୍ଭେଲାନ୍ସ ଅଧୀନରେ ରହିଛି ଷ୍ଟ୍ରଙ୍ଗ ରୁମ୍। ଷ୍ଟ୍ରଙ୍ଗ ରୁମ୍ ବାହାରେ ଦିନ Continue Reading
Seo wordpress plugin by www.seowizard.org.