
ଶିବକାଶୀ, ୯/୫ : ତାମିଲନାଡୁର ଶିବକାଶୀରେ ଥିବା ଏକ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ୫ ଜଣ ମହିଳାଙ୍କ ସମେତ ୮ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏହାଛଡ଼ା ଆଉ ୧୨ ଜଣ ଗୁରୁତରଭାବେ ପୋଡ଼ିଯାଇଥିବା ଜଣାଯାଇଛି ।ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ଆହତମାନଙ୍କ ସ୍ଥାନ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ତେବେ ଏହି ବାଣ କାରଖାନାଟି ଏକ ଲାଇସେନ୍ସଯୁକ୍ତ ବାଣ କାରଖାନା ବୋଲି ତାମିଲନାଡୁ ପୁଲିସ […]Continue Reading