
ଭୁବନେଶ୍ୱର,୨୧/୫: ବିଜେଡିରୁ ଇସ୍ତଫା ଦେଇଥିବା ୪ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ। ନିମାପଡ଼ା ବିଧାୟକ ସମୀର ଦାଶ, ହିନ୍ଦୋଳ ବିଧାୟକ ସୀମାରାଣୀ ନାୟକ, ଆଠମଲ୍ଲିକ ବିଧାୟକ ରମେଶ ସାଏ ଓ ସୋର ବିଧାୟକ ପର୍ଶୁରାମ ଧଡ଼ାଙ୍କୁ ଜବାବ ତଲବ କରାଯାଇଛି।୨୭ ତାରିଖ ସୁଦ୍ଧା ଉତ୍ତର ଦେବାକୁ ନୋଟିସରେ କୁହାଯାଇଛି। କାହିଁକି ବିଧାୟକ ପଦ ରଦ୍ଦ ନ ହେବ ପକ୍ଷ ରଖିବାକୁ ନୋଟିସରେ ଉଲ୍ଲେଖ ରହିଛି। ସରକାରୀ ଦଳ ମୁଖ୍ୟ ସଚେତକଙ୍କ ଆବେଦନ ଆଧାରରେ ନୋଟିସ ହୋଇଛି। ବାଚସ୍ପତିଙ୍କ Continue Reading