
ବାରିପଦା,୨୨/୩ : ୨ ଦିନ ପାଇଁ ଶିମିଳିପାଳ ବନ୍ଦ ରହିବ। ଶନିବାର ଓ ରବିବାର ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। କାଳବୈଶାଖୀକୁ ଦୃଷ୍ଟିରେ ରଖି ୨ ଦିନ ପାଇଁ ବନ୍ଦ ନିଷ୍ପତ୍ତି ନିଆଯାଇଛି। ଏନେଇ ଡ. ପ୍ରକାଶ ଚାନ୍ଦ ଗୋଗିନେନୀ ସୂଚନା ଦେଇଛନ୍ତି ।ଶିମିଳିପାଳ ଅୟାରଣ୍ୟରେ ବର୍ଷା ଯୋଗୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଦୁଇ ଦିନ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ କରାଯାଇଛି। ଶିମିଳିପାଳ ମଧ୍ୟରେ ପାହାଡିଆ ମାଟି ରାସ୍ତାରେ ଅଘଟଣକୁ Continue Reading