
ଓଡ଼ିଶା, ୧୪/୧୧ : ପିଲାମାନେ ହିଁ କୌଣସି ଦେଶର ଭିତ୍ତିଭୂମି ଏବଂ ସେମାନେ ହିଁ ଆଗାମୀ ଦେଶର ଭବିଷ୍ୟତ । ଦେଶ ନିର୍ମାଣରେ ଶିଶୁମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଏକ ଶାନ୍ତ, ସୁସଂପନ୍ନ, ସେହ୍ନସିକ୍ତ ପରିବାରରେ ବଢ଼ିଥିବା ଶିଶୁଟିଏ ଭବିଷ୍ୟତର ସୁନାଗରିକ ଓ ସୁସଂହତ ସମାଜ ସଂଗଠନରେ ମୁଖ୍ୟଭୂମିକା ଗ୍ରହଣ କରିଥାଏ।ତାଙ୍କ ମତରେ ଶିକ୍ଷା ହିଁ ପ୍ରଗତିର ମୂଳପିଣ୍ଡ । ଏହି କଥାକୁ ମର୍ମେ ମର୍ମେ ହୃଦୟଙ୍ଗମ କରିଥିଲେ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ Continue Reading