Home Posts tagged skymet
Odisha News
ନୂଆଦିଲ୍ଲୀ,୪/୧୦: ଚଳିତ ବର୍ଷ ମୌସୁମୀ ଜନିତ ବର୍ଷା ପରିମାଣ କମିବ। ସ୍ୱାଭାବିକଠାରୁ କମ ବର୍ଷା ହେବ। ଏମିତି କିଛି ଆକଳନ କରିଛି ଘରୋଇ ପାଣିପାଗ ଏଜେନ୍ସି ସ୍କାଏମେଟ ।ଚଳିତ ବର୍ଷ ଏଲନିନୋ ଉପୁଜିବାର ସମ୍ଭାବନା ଥିବାରୁ ବର୍ଷାର ପରିମାଣ ହ୍ରାସ ପାଇବ। ସାଧାରଣତଃ ଏଲନିନୋ ସୃଷ୍ଟି ହେଲେ ଏହା ମୌସୁମୀକୁ ପ୍ରଭାବିତ କରିଥାଏ। ଫଳରେ ଏସିଆର ଜଳବାୟୁ ଉଷ୍ମ ରହିଥାଏ।ସ୍କାଏମେଟର ପରିଚାଳନା ନିର୍ଦ୍ଦେଶକ ଜତିନ୍ ସିଂହ ଏକ ବିବୃତ୍ତିରେ କହିଛନ୍ତି ଯେ, ସାଧାରଣତଃ ଏହି Continue Reading
Seo wordpress plugin by www.seowizard.org.