Home Posts tagged smurti irani attacks tamili babu in kendrapara
Odisha News
ଭୁବନେଶ୍ବର, ୨୫/୫ : ଓଡ଼ିଶାର ଲୋକ ଚାହାଁନ୍ତି ମୋଦୀଙ୍କ ଗ୍ୟାରେଣ୍ଟି। ଆମେଠିରୁ ରାହୁଲଙ୍କୁ ହଟାଇଛୁ, ଏଠୁ ବିଜେଡିକୁ ହଟାଇବୁ। ଜଗତସିଂହପୁର ଜିଲ୍ଲାର କୁଜଙ୍ଗରେ ଆୟୋଜିତ ବିଜେପିର ସଙ୍କଳ୍ପ ସମାବେଶରେ ଏଭଳି ଦୃଢ଼ୋକ୍ତି କରିଛନ୍ତି କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ।ସ୍ମୃତି ଇରାନୀ ଆହୁରି କହିଛନ୍ତି, ଓଡ଼ିଶାରେ ରିମୋଟ୍ କଣ୍ଟ୍ରୋଲରେ ସରକାର ଚାଲିଛି। ରିମୋଟ୍ ଧରି ତାମିଲ ବାବୁ ଓଡ଼ିଶାକୁ ଲୁଟୁଛନ୍ତି। ଓଡ଼ିଶାକୁ କବଜା କରି ରଖିଛନ୍ତି ତାମିଲ ବାବୁ। Continue Reading
Seo wordpress plugin by www.seowizard.org.