Home Posts tagged soil conservation officer in vigilance net
Odisha News
ସୁବର୍ଣ୍ଣପୁର, ୩/୮: ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ମୃତ୍ତିକା ସଂରକ୍ଷଣ ପରିଦର୍ଶକ ସୁଧାଂଶୁ ଶେଖର ରଣା ଆଜି ୧୧ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।ଏକ କାମର ବିଲ୍ କରି ଦେବା ପାଇଁ ରାମଚନ୍ଦ୍ର ମହାକୁଡ଼ ନାମକ ଜଣେ ବ୍ୟକ୍ତିଙ୍କୁ ସେ ୧୧ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏନେଇ ରାମଚନ୍ଦ୍ର ସୋନପୁର ଭିଜିଲାନ୍ସ ବିଭାଗକୁ ଜଣାଇଥିଲେ।ଯୋଜନା ମୁତାବକ ଆଜି ରାମଚନ୍ଦ୍ରଙ୍କଠାରୁ ମୃତ୍ତିକା ସଂରକ୍ଷଣ ପରିଦର୍ଶକ ସୁଧାଂଶୁ ଶେଖର Continue Reading
Seo wordpress plugin by www.seowizard.org.