
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟସୋନପୁର, ୧୨/୧୧ : ଚଳିତ ଖରିଫ ଋତୁରେ ଧାନକିଣା ଆରମ୍ଭ ହେବା ପୂର୍ବରୁ ସରକାରଙ୍କ ସକ୍ରିୟତା ସହ କ୍ଷମତାସୀନ ଦଳର ଦଳୀୟ ପାଣ୍ଠି ଅସୁଲି ଓ ନୂତନ ସରକାରଙ୍କ ଧାର୍ଯ୍ୟ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ଲାଗୁ ପରିପ୍ରେକ୍ଷୀ ରେ ସୁବର୍ଣ୍ଣପୁର ଜିଲ୍ଲା ର ସୋନପୁର ବ୍ଲକ୍ ଅନ୍ତର୍ଗତ ଖଲିଆପାଲି ର ଏକ ରାଇସ୍ ମିଲ୍ ରେ ୯ ତାରିଖ ରେ ଯୋଗାଣ ବିଭାଗ ତରଫରୁ ଯାଞ୍ଚ କରାଯାଉଥିଲା।ତେବେ ଆସନ୍ନ ସନ୍ଧ୍ୟାରେ ସୁବର୍ଣ୍ଣପୁର […]Continue Reading