ସୁବର୍ଣ୍ଣପୁର, ୨୨/୮: ମହାନଦୀରୁ ଦୁଇ ନାବାଳିକାଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି।ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅନ୍ତର୍ଗତ ଚଢେଇପାଙ୍କ ଗାଁ ନିକଟରେ ଯାଉଥିବା ମହାନଦୀ କୁ ଡେଇଁ ୨ ନାବାଳିକା ଆତ୍ମହତ୍ୟା ଉଦ୍ୟମ କରିଥିଲେ । ତେବେ ସୌଭାଗ୍ୟ ବଶତଃ ମତ୍ସ୍ୟଜୀବୀ ମାନେ ଏହା ଦେଖି ଅଗ୍ନିଶମ ବାହିନୀଙ୍କ ସହାୟତାରେ ନାବାଳିକାଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଛନ୍ତି ।ଉଦ୍ଧାର ପରେ ଉଭୟ ନାବାଳିକାଙ୍କୁ ପ୍ରାଥମିକ ଚିକିତ୍ସା ନିମନ୍ତେ ବିନିକା Continue Reading




