Home Posts tagged SORODA
Odisha News
ଭୁବନେଶ୍ବର/ସୋରଡ଼ା,୧୫/୫: ଓଡ଼ିଶାରେ ରୋଜଗାର ଅଭାବ କାରଣରୁ ବାହାର ରାଜ୍ୟକୁ ଯାଉଛନ୍ତି। ରାଜ୍ୟରେ ବିଜେପି ସରକାର ଆସିଲେ ରୋଜଗାର ପାଇଁ ଆଉ ବାହାରକୁ ଯିବାକୁ ପଡ଼ିବ ନାହିଁ।କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ବୁଧବାର ଗଂଜାମ ଜିଲ୍ଲା ସୋରଡ଼ାରେ ‘ବିଜୟ ସଂକଳ୍ପ ସମାବେଶ’ରେ ଜୋର ଦେଇ ଏହା କହିଛନ୍ତି। ସେ କହିଛନ୍ତି ଯେ, ଓଡ଼ିଶାରେ ଚାଷୀଙ୍କ ଆୟ ସର୍ବନିମ୍ନ। ପଡ଼ୋଶୀ ଛତିଶଗଡ଼ ବହୁ ପଛରେ ରାଜ୍ୟ ହୋଇ ମଧ୍ୟ ସେଠାରେ ଚାଷୀମାନଙ୍କର ଆୟ ଓଡ଼ିଶା ତୁଳନାରେ ଅଧିକ। Continue Reading
Seo wordpress plugin by www.seowizard.org.