Home Posts tagged south west monsoon reached in odisha
Odisha News
ଭୁବନେଶ୍ୱର,୮/୬:ନିର୍ଦ୍ଧାରିତ ସମୟ ପୂର୍ବରୁ ଓଡ଼ିଶା ଛୁଇଁଲା ମୌସୁମୀ ବାୟୁ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମାଲକାନଗିରି ଜିଲ୍ଲାରେ ପ୍ରବେଶ କରିଛି। ଜିଲ୍ଲାର ଅଧିକାଂଶ ଅଞ୍ଚଳରେ ମୌସୁମୀ ସକ୍ରୀୟ ରହିଛି।ଚଳିତ ବର୍ଷ ସ୍ୱାଭାବିକ ସମୟର ୪ ଦିନ ପୂର୍ବରୁ ମୌସୁମୀ ବାୟୁ ଓଡ଼ିଶା ଛୁଇଁଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ରରୁ ସୂଚନା ମିଳିଛି। ଗତ ୩୦ ତାରିଖରେ କେରଳ ଉପକୂଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏହାର ୮ ଦିନ ପରେ ଆଜି ଓଡ଼ିଶାରେ ଏହା ପ୍ରବେଶ Continue Reading
Seo wordpress plugin by www.seowizard.org.