
ଭୁବନେଶ୍ୱର, ୧୦/୩ : ରାଜ୍ୟରେ ଆଜିଠୁ ବଢିବ ତାତି । ତାପମାତ୍ରା ୩ରୁ ୫ ଡିଗ୍ରୀ ସେଲସିୟସ୍ ବଢ଼ିପାରେ । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ ଓ ବଲାଙ୍ଗୀରରେ ତାତି ୪୦ ଡିଗ୍ରୀ ଟପିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।କିନ୍ତୁ ୫ ଦିନ ପରେ ତାପମାତ୍ରା ପୁଣି ଥରେ ବଢିବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଏହାକୁ ଦୃଷ୍ଟିରେ ରଖି ମୁକାବିଲା ପାଇଁ ପ୍ରସ୍ତୁତି କରାଯାଇଛି । ଏନେଇ ଝଜଉ […]Continue Reading