Home Posts tagged src wrote letter to 8 districts
Odisha News
ଭୁବନେଶ୍ୱର,୧୦/୬: ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିସାରିଥିବା ବେଳେ ପଶ୍ଚିମ ଓଡ଼ିଶାରେ ପ୍ରଚଣ୍ଡ ତାତିକୁ ଉପକୂଳରେ ଗୁଳୁଗୁଳି କଲବଲ କରୁଛି। ପ୍ରଚଣ୍ଡ ତାତି ନେଇ ୮ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି ଏସ୍ଆରସି। ତାତିର ମୁକାବିଲା ନେଇ ପଦକ୍ଷେପ ନେବାକୁ ଏସ୍ଆରସି ନିର୍ଦ୍ଦେଶ ଦେଇଛନ୍ତି। ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗିର, ବୌଦ୍ଧ ଓ ନୂଆପଡ଼ା ଜିଲାପାଳଙ୍କୁ ଚିଠି ଲେଖି ଏସ୍ଆରସି ସତର୍କ କରାଇଛନ୍ତି।Continue Reading
Seo wordpress plugin by www.seowizard.org.