Home Posts tagged state govt launches gramodaya scheme
Odisha News
ଭୁବନେଶ୍ୱର,୯/୧୦ :ମାଓବାଦୀ ପ୍ରଭାବିତ ୧୦ ଜିଲାର ୫୮୩ ଗ୍ରାମର ସାମଗ୍ରିକ ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଗ୍ରାମୋଦୟ’ ଆରମ୍ଭ କରାଯାଇଛି। ସମସ୍ତ ସରକାରୀ ଯୋଜନାର ଶତପ୍ରତିଶତ ସୁବିଧା ପହଞ୍ଚାଇବାକୁ ଏଥିରେ ଲକ୍ଷ୍ୟ ରଖାଯାଇଛି।ରାଜ୍ୟ ସରକାର ସମସ୍ତ ବିଭାଗର ମିଳିତ ସହଯୋଗରେ ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି।ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଗ୍ରାମୋଦୟ’କୁ ଅନୁଧ୍ୟାନ କରିବା ପାଇଁ ରାଜ୍ୟ, ଜିଲା ଓ ବ୍ଲକ Continue Reading
Seo wordpress plugin by www.seowizard.org.