Home Posts tagged steel industry
Odisha News
ଭୁବନେଶ୍ବର,୨୫/୭: ଓଡ଼ିଶାରେ ଆଉ ୧୨ଟି ନୂଆ ଇସ୍ପାତ କାରଖାନା ପ୍ରତିଷ୍ଠା ହେବ। ପ୍ରତିଷ୍ଠା ହେବାକୁ ଯାଉଥିବା କାରଖାନା ମଧ୍ୟରେ ସୁନ୍ଦରଗଡରେ ସର୍ବାଧିକ ୩ ଟି ରହିଥିବା ବେଳେ ଯାଜପୁରରେ ରହିଛି ୨ ଟି କାରଖାନା ପ୍ରତିଷ୍ଠା ହେବ। ସେହିପରି ଅନୁଗୁଳ, କେନ୍ଦ୍ରାପଡା, ଝାରସୁଗୁଡା, ଢେଙ୍କାନାଳ, କେନ୍ଦୁଝର, ଜଗତସିଂହପୁର ଓ ଅନୁଗୁଳ ଜିଲ୍ଲାରେ ଗୋଟିଏ ଲେଖାଏଁ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଛି।ରାଜ୍ୟରେ ବର୍ତ୍ତମାନ ୫୧ ଟି ଇସ୍ପାତ କାରଖାନା ରହିଥିବା Continue Reading
Seo wordpress plugin by www.seowizard.org.