
ବଲାଙ୍ଗିର-ନୂଆପଡ଼ା, ୨୮/୯ : ୨ ଦଫା ଦାବିରେ ଆଜି ୧୨ ଘଣ୍ଟିଆ ପାଟଣାଗଡ଼ ବନ୍ଦ ଡାକରା ଦିଆଯାଇଛି। ପାଟଣାଗଡ଼କୁ ନୂଆ ରେଳ ଲାଇନ୍ ଓ ବାଇପାସ୍ ଦାବିରେ ସିଟିଜେନ୍ ଫୋରମ୍ ପକ୍ଷରୁ ଏହି ବନ୍ଦ ପାଳନ କରାଯାଇଛି। ବଲାଙ୍ଗିର-ନୂଆପଡ଼ା ଭାୟା ପାଟଣାଗଡ଼ ଦେଇ ନୂଆ ରେଳ ଲାଇନ୍ ପାଇଁ ଦାବି କରାଯାଇଛି।ଫଳରେ ଦୋକାନ ବଜାର ଗାଡ଼ିଚଳାଚଳ ବନ୍ଦ ରହିଛି। ରାସ୍ତାରେ ଆନ୍ଦୋଳକାରୀମାନେ ପିକେଟିଂ କରି ବନ୍ଦ ପାଳନ କରିଛନ୍ତି। ହରିଶଙ୍କର ରୋଡ୍ରେ ୨ଟି ମାଲବାହୀ ଟ୍ରେନ୍ ଅଟକାଇ […]Continue Reading