ଭୁବନେଶ୍ୱର,୯/୧୧: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ଆସନ୍ତା ୨୪ ତାରିଖରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଆସିବ। ଏନେଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ୨୦ ଲକ୍ଷରୁ ଅଧିକ ହିତାଧିକାରୀ ଏହାଦ୍ୱାରା ଉପକୃତ ହେବେ। ସୁନ୍ଦରଗଡ଼ରେ ସ୍ୱତନ୍ତ୍ର କାର୍ଯ୍ୟାକ୍ରମରେ ୩ୟ ପର୍ଯ୍ୟାୟ ଟଙ୍କା ଦିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।ଏ ପର୍ଯ୍ୟନ୍ତ ଏହି ଯୋଜନାରେ Continue Reading




