
ଭୁବନେଶ୍ୱର, ୭/୮: ବାହାଘରର ମାତ୍ର ୧୨ ଦିନ ଭିତରେ କ୍ୟାନସର ହୋଇଛି କହି ବୋହୂକୁ ତା’ ବାପ ଘରକୁ ପଠାଇ ଦେଲେ ଶାଶୁ ଘର ଲୋକେ। କିନ୍ତୁ ପରେ ଜଣାପଡ଼ିଲା ତାଙ୍କୁ କ୍ୟାନସର ହୋଇ ନଥିଲା। କେବଳ ତାଙ୍କ ଦାନ୍ତରେ ସମସ୍ୟା ଥିଲା, ଯାହା ଏକ ସାମାନ୍ୟ ସର୍ଜରୀ ପରେ ଭଲ ହୋଇଯାଇଥିଲା।ଏହା ଜାଣିବା ସତ୍ତ୍ୱେ ଶାଶୁ ଘର ଲୋକେ ଆଉ ଧରାଛୁଆଁ ଦେଇ ନଥିଲେ। ଓଲଟି ମଧ୍ୟସ୍ଥିକୁ ଡାକି ବୋହୂକୁ ସେମାନେ ଆଉ ଘରକୁ ଆଣିବେ […]Continue Reading