
ଭୁବନେଶ୍ୱର,୧୩/୧୨ : ରାଜ୍ୟସଭା ଉପନିର୍ବାଚନରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ସୁଜିତ୍ କୁମାର। ସୁଜିତ କୁମାର ଏକମାତ୍ର ପ୍ରାର୍ଥୀ ଭାବେ ବିଜେପିରୁ ନାମାଙ୍କନ ଦାଖଲ କରିଥିଲେ।ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ପରେ ସୁଜିତ୍ ସଂସଦରେ କଳାହାଣ୍ଡି ତଥା ଓଡ଼ିଶା ପ୍ରସଙ୍ଗ ଉଠାଇବେ ବୋଲି କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ବିଜେଡିରୁ ନେତା ମୁହଁ ଫେରାଇବା ଆରମ୍ଭ କଲେଣି। କଳାହାଣ୍ଡିର ୮୦% ପଞ୍ଚାୟତ ପ୍ରତିନିଧି ବିଜେପିରେ ମିଶି ସାରିଲେଣି। ଆଗାମୀ Continue Reading