
ଭୁବନେଶ୍ବର, ୨୧/୪ :ଚଳିତ ଏପ୍ରିଲ ୨୫ ତାରିଖରୁ ଗ୍ରୀଷ୍ମ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ଆସନ୍ତାକାଲିଠାରୁ ଅର୍ଥାତ୍ ଏପ୍ରିଲ ୨୨ରୁ ୨୪ ତାରିଖ ପର୍ୟ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକ ଚାଲିବ।ସକାଳ ସାଢ଼େ ୬ଟାରୁ ସାଢ଼େ ୧୦ଟା ପର୍ୟ୍ୟନ୍ତ ସ୍କୁଲ୍ ଗୁଡ଼ିକ ଖୋଲା ରହିବ ବୋଲି ସରକାର ନିର୍ଦ୍ଦେଶ ଦେଇଛନ୍ତି। ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଓ ପାଣିପାଗ ବିଭାଗର ସୂଚନାକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି Continue Reading