ସୁନ୍ଦରଗଡ଼,୧୬/୧ : ସୁନ୍ଦରଗଡ଼ ସହରରୁ ହଟିଲା ବିଏନ୍ଏସ୍ ୧୬୩ ଧାରା। ଶାନ୍ତି କମିଟି ବୈଠକ ପରେ ଜିଲାପାଳ ଶଭୁଙ୍କର ମହାପାତ୍ର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଏପରିକି ସହରରେ ଇଣ୍ଟରନେଟ ସେବା ସ୍ବାଭାବିକ କରିବା ସହ ଶାନ୍ତି ଶୋଭାଯାତ୍ରା କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।ସୂଚନା ଯୋଗ୍ୟ, ସୁନ୍ଦରଗଡ଼ ଟାଉନ ଥାନା ଅଧୀନ ରିଜେଣ୍ଟ ମାର୍କେଟରେ ଗୋମାଂସ ବିକ୍ରିକୁ କେନ୍ଦ୍ର କରି କିଛି ଲୋକ ବିରୋଧ କରିଥିଲେ । ଏହାକୁ ନେଇ ୨ଗୋଷ୍ଠୀ ମଧ୍ୟରେ ସଂଘର୍ଷ Continue Reading




