Home Posts tagged surama padhi speaker of odisha assembly
Odisha News
ଭୁବନେଶ୍ୱର,୨୦/୬: ରଣପୁର ବିଧାୟିକା ସୁରମା ପାଢ଼ୀ ଗୁରୁବାର ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି। ସୁରମା ନିର୍ଦ୍ୱନ୍ଦ୍ୱରେ ବାଚସ୍ପତି ନିର୍ବାଚିତ ହୋଇଛନ୍ତି।କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କଠାରୁ ସେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ବ ଗ୍ରହଣ ପରେ ବାଚସ୍ପତି ଗୃହ ପରିଚାଳନା କରିଛନ୍ତି।ସୁରମା ଭାଜପାର ଜଣେ ବରିଷ୍ଠ ଏବଂ ଅଭିଜ୍ଞ ନେତ୍ରୀ ଭାବେ ଜଣାଶୁଣା। ସେ ପୂର୍ବରୁ ମଧ୍ୟ ବିଜେଡି-ଭାଜପା ମେଣ୍ଟ ସରକାର Continue Reading
Seo wordpress plugin by www.seowizard.org.