Home Posts tagged swimmer pratyasa ray to get prestigious ekalabya puraskar
Odisha News Sports News
ଓଡ଼ିଶା, ୨୨/୯ : ଓଡ଼ିଶାର ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ସନ୍ତରଣକାରୀ ପ୍ରତ୍ୟାଶା ରାୟଙ୍କୁ ମିଳିବ ୨୦୨୪ ମସିହାର ସମ୍ମାଜନକ ‘ଏକଲବ୍ୟ ପୁରସ୍କାର’।ଆଜି ଅନୁଷ୍ଠିତ ଏକଲବ୍ୟ ପୁରସ୍କାର ଜୁରୀ କମିଟି ବୈଠକରେ ସର୍ବସମ୍ମତି କ୍ରମେ ତାଙ୍କ ଘୋଷଣା କରାଯାଇଛି।ଆଗାମୀ ଏକଲବ୍ୟ ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ତାଙ୍କୁ ପୁରସ୍କାର ବାବଦକୁ ୭ ଲକ୍ଷ ଟଙ୍କା ଓ ମାନପତ୍ର ପ୍ରଦାନ କରାଯିବ।ଏହି ଅବସରରେ ଜାତୀୟ ଓ ଅନ୍ତର୍ଜାତୀୟ କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ Continue Reading
Seo wordpress plugin by www.seowizard.org.