![](https://odishanewsonline.com/wp-content/uploads/2024/11/Cyclone-Remal-580x367.jpeg)
ଭୁବନେଶ୍ୱର,୨୭/୧୧ : ବଙ୍ଗୋପସାଗରରେ ଡରାଇଲାଣି ଆଉ ଏକ ବାତ୍ୟା । ମୌସୁମୀ ଅପସାରଣ ପରେ ସୃଷ୍ଟି ହେବାକୁ ଯାଉଛି ଦ୍ବିତୀୟ ବାତ୍ୟା । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ବଡ ସୂଚନା ଦିଆଯାଇଛି । ଗଭୀର ଅବପାତରେ ପରିଣତ ହୋଇଥିବା ଲଘୁଚାପ ବାତ୍ୟାରେ ପରିଣତ ହେବା ନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ ।ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା ପେଙ୍ଗାଲ । ଆଜି ସାମୁଦ୍ରିକ ଝଡ଼ର ରୂପ ନେବ ଗଭୀର ଅବପାତ । କ୍ରମେ […]Continue Reading