ଭୁବନେଶ୍ବର, ୨୩/୬ : ତାମିଲନାଡୁ ଗ୍ୟାସ୍ ଟ୍ରାଜେଡିରେ ମୃତ ଓଡ଼ିଆ ଶ୍ରମିକଙ୍କ ସହାୟତା ରାଶିକୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।ଏହା ସହିତ ପ୍ରତ୍ୟେକ ମୃତ Continue Reading




