କଟକ, ୧୨/୬: ଦୀର୍ଘ ଅଢ଼େଇ ବର୍ଷ ବ୍ୟବଧ୍ୟାନ ପରେ ପୁଣି ବାରବାଟୀରେ ହେବାକୁ ଯାଉଛି ଅନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍। ଆଜି ସଂଧ୍ୟା ୭ଟାରେ ମୁହାଁମୁହିଁ ହେବେ ଭାରତ-ଦକ୍ଷିଣ ଆଫ୍ରିକା ଟିମ୍।ଚଳିତ ୫ଟିକିଆ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ୍ ଖେଳିବାକୁ ସେମାନେ ଏଠାରେ ପଡ଼ିଆକୁ ଓହ୍ଲାଇବେ। ଏହି ମ୍ୟାଚ୍କୁ ନେଇ ରାଜ୍ୟର କ୍ରୀଡ଼ାପ୍ରେମୀଙ୍କ ମଧ୍ୟରେ ନାହିଁ ନ ଥିବା ଉତ୍ସାହ ଦେଖିବାକୁ ମିଳିଛି।ସିରିଜ୍ର ପ୍ରଥମ ମ୍ୟାଚ୍ ଭାରତ ହାରିଥିଲା। ବାରବାଟୀରେ ମ୍ୟାଚ୍ ଜିତି Continue Reading

ମୋହାଲି, ୫/୩ : ଟିମ୍ ଇଣ୍ଡିଆର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟରେ ଦମଦାର ବ୍ୟାଟିଂ କରିଛନ୍ତି। ପ୍ରଥମ ଇନିଂସରେ ଅପରାଜିତ ୧୭୫ ରନ୍ର ଇନିଂସ ଖେଳି ଜାଡେଜା ଏକାଧିକ ରେକର୍ଡ କରିଛନ୍ତି। ଏଥିସହ କିମ୍ବଦନ୍ତୀ କ୍ରିକେଟର କପିଲ ଦେବଙ୍କ ରେକର୍ଡ ମଧ୍ୟ ଭାଙ୍ଗି ଦେଇଛନ୍ତି।ବର୍ତ୍ତମାନ ଜାଡେଜା ଭାରତ ପାଇଁ ୭ମ ୱିକେଟରେ ସର୍ବାଧିକ ବ୍ୟକ୍ତିଗତ ସ୍କୋର କରିଥିବା ଖେଳାଳି ବନି ଯାଇଛନ୍ତି। ଜାଡେଜାଙ୍କ ପୂର୍ବରୁ କପିଲ ଦେବଙ୍କ ନାଁରେ Continue Reading