
ହରାରେ, ୧୩/୭: ଟିମ୍ ଇଣ୍ଡିଆ ଏବଂ ଜିମ୍ବାୱେ ମଧ୍ୟରେ ଖେଳାଯାଉଥିବା ୫ଟିକିଆ ଟି-୨୦ ମ୍ୟାଚ୍ର ଚତୁର୍ଥ ଟି-୨୦ ମ୍ୟାଚ୍ରେ ଟିମ୍ ଇଣ୍ଡିଆ ଜିମ୍ବାୱେକୁ ୱିକେଟରେ ପରାଜିତ କରି ସିରିଜ୍ ବିଜୟୀ ହୋଇଛି। ପଞ୍ଚମ ଟି-୨୦ରେ ଟିମ୍ ଇଣ୍ଡିଆର ବିଜୟ ଅବା ପରାଜୟ ସିରିଜ୍ ବିଜୟ ଉପରେ କୌଣସି ପ୍ରଭାବ ପକାଇବ ନାହିଁ।ଧାର୍ୟ୍ୟ ଲକ୍ଷ୍ୟର ପିଛା କରି ଟିମ୍ ଇଣ୍ଡିଆ ୧୫.୨ ଓଭରରେ କୌଣସି ୱିକେଟ ନ ହରାଇ ୧୫୬ ରନ୍ କରିଥିଲା। ଜଶସ୍ବୀ-ଗିଲ୍ଙ୍କ ଧୂଆଁଧାର ବ୍ୟାଟିଂ ଯୋଗୁ […]Continue Reading