![](https://odishanewsonline.com/wp-content/uploads/2022/12/Naxal-Maoists-AFP-750x430-1.jpg)
ଛତିଶଗଡ଼, ୩/୧ : ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଟଳିଲେ ୩ ନକ୍ସଲ। ଓଡ଼ିଶା-ଛତିଶଗଡ଼ ସୀମାନ୍ତ ଗରିଆବନ୍ଧ ଜିଲ୍ଲାରେ ସୋରନାମାଲ୍ ଜଙ୍ଗଲରେ ଏହି ଏନକାଉଣ୍ଟର ହୋଇଛି।ସୋରନାମାଲ୍ ଜଙ୍ଗଲରେ ମାଓବାଦୀ ଥିବା ସୂଚନା ମିଳିଥିଲା। ଏହା ପରେ ଛତିଶଗଡ଼ ଓ ଓଡ଼ିଶାର ମିଳିତ ଅଭିଯାନ ଆରମ୍ଭ ହୋଇଥିଲା। ଏଥିରେ ଛତିଶଗଡ଼ର ଋ-୩୦ ଫୋର୍ସ, ୟଙ୍ଗ ପ୍ଲାଟୁନ, ସିଆରପିଏଫ ଓ ନୂଆପଡ଼ାର ଏସଓଜି ସାମିଲ ଥିଲେ।ଆଜି ସକାଳେ ସର୍ଚ୍ଚ ଅପରେସନ ବେଳେ ନକ୍ସଲଙ୍କ ସହିତ ସୁରକ୍ଷାକର୍ମୀଙ୍କର Continue Reading