Home Posts tagged thunder rain in odisha
Odisha News
ଭୁବନେଶ୍ୱର ୧୮/୩ : ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା । ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ଆଶଙ୍କା ରହିଛି । ଏହି ସମୟରେ ପବନର ବେଗର ୬୦ରୁ ୭୦ କିମି ବେଗରେ ରହିବାର ସମ୍ଭାବନା ରହିଛି । ପାଣିପାଗ ବିଶେଷଜ୍ଞଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।ଖବର ଅନୁଯାୟୀ, ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା । ବର୍ତ୍ତମାନ ରାଜ୍ୟରେ ଦକ୍ଷିଣ ପଶ୍ଚିମ ଦିଗରୁ ପବନ ପ୍ରବାହିତ ହେଉଛି । […]Continue Reading