
ଭୁବନେଶ୍ୱର,୧୮/୩: ଆସୁଛି କାଳବୈଶାଖୀ। ଏହାର ପ୍ରଭାବରେ ରାଜ୍ୟରେ କମିବ ତାତି। ଆଶ୍ୱସ୍ତ ହେବେ ରାଜ୍ୟବାସୀ। ଗୁରୁଚାପ ବଳୟ ସାଙ୍ଗକୁ ଟ୍ରାପ ଲାଇନ ପ୍ରଭାବରେ ଆସନ୍ତା ୨୦ରୁ ୨୬ ତାରିଖ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ପାଣିପାଗ ବିଭାଗ ମୁତାବକ ୨୦ ରୁ ୨୨ ତାରିଖ ଯାଏ କାଳେବଶାଖୀର ଅଧିକ ପ୍ରଭାବ ଦେଖିବାକୁ ମିଳିବ । ଓଡିଶା ଉପକୂଳସ୍ଥ ବଙ୍ଗୋପସାଗର Continue Reading