
ଟିଟିଲାଗଡ଼,୮/୧୨: ଟିଟିଲାଗଡ଼ ରେଞ୍ଜରଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର ଓ ସୁବର୍ଣ୍ଣପୁର ଜିଲ୍ଲାର ଭିଜିଲାନ୍ସ ବିଭାଗ ପକ୍ଷରୁ ମିଳିତ ଚଢାଉ କରାଯାଇଛି । ଟିଟିଲାଗଡ଼ ରେଞ୍ଜର ଶିବପ୍ରସାଦ ନାୟକଙ୍କ ବାସଭବନରେ ଆଜି ଭୋରରୁ ଏହି ଚଢ଼ାଉ ହୋଇଛି।ରେଞ୍ଜରଙ୍କ ଟିଟିଲାଗଡ଼ସ୍ଥିତ ସରକାରୀ ବାସଭବନ, ବଲାଙ୍ଗିରସ୍ଥିତ ବାସଭବନ ଓ ସମ୍ପର୍କୀୟଙ୍କ ଘର ସମେତ ୪ଟି ସ୍ଥାନରେ ଏକକାଳୀନ ଚଢାଉ ଚାଲିଛି । ଏହି ଚଢାଉ ସମୟରେ Continue Reading